ରେଢାଖୋଲରେ ପରିବର୍ତ୍ତନ ସଂକଳ୍ପ ଯାତ୍ରା କରି ଶକ୍ତି ପ୍ରଦର୍ଶନ କରିଛନ୍ତି ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଚାର ବେଳେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ କେନ୍ଦ୍ରମନ୍ତ୍ରୀ । କହିଥିଲେ ମିଛ ଡିଣ୍ଡିମ ପିଟୁଛନ୍ତି ରାଜ୍ୟ ସରକାର। ସ୍କୁଲରେ ନାହାନ୍ତି ଶିକ୍ଷକ, ଡାକ୍ତରଖାନାରେ ଡାକ୍ତର ନାହାନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଆସ୍ଥା ବଢୁଛି, ଏବେ ପରିବର୍ତ୍ତନ ପାଇଁ ମନ ବଳାଇ ସାରିଛନ୍ତି ଲୋକେ ।

More Stories
ସତ୍ୟବାଦୀ ଆଳିସ ଗ୍ରାମରେ ଆମ ପୋଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ |
ରତିକାନ୍ତ ମହାପାତ୍ରଙ୍କ ମାର୍ଗଦର୍ଶନରେ ୩-ଦିନିଆ ଓଡିଶୀ କର୍ମଶାଳା ଆରମ୍ଭ|
ତୁଟିଲା ବିବାଦ ଶାନ୍ତି କମିଟି ରେ ସମାଧାନ |