ସତ୍ୟବାଦୀ ରେ ବିଜୁଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ |

Love with Khabar Satyabadi

Khabar Satyabadi.. NEWS :ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ କଣାସ ବ୍ଲକ ବିଯିପୁର ପଞ୍ଚାୟତରେ ବିଜୁ ଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ଏହି କର୍ମୀ ସମ୍ମିଳନୀରେ ହଜାର ହଜାର ସଂଖ୍ୟାରେ କର୍ମୀମାନେ ଏକାଠି ହୋଇଥିଲେ, ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଯୋଗ ଦେଇ ଯୋଡ଼ି ଶଙ୍ଖ ରେ ଭୋଟ ଦେବାପାଇଁ ପାଇଁ ନିବେଦନ କରିଛନ୍ତି।

ବ୍ୟୁରୋ ରିପୋର୍ଟ ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ |