ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ :ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ବଡ଼ ଅଘଟଣ ଘଟିଛି। ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ 20 ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ପୁରୀ ବଡ଼ ମେଡିକାଲ୍ ରେ ଭର୍ତ୍ତି କରାଯାଇଛି।ସେମାନଙ୍କ ମଧ୍ୟରୁ କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ...

More Stories
ତୁଟିଲା ବିବାଦ ଶାନ୍ତି କମିଟି ରେ ସମାଧାନ |
ସତ୍ୟବାଦୀ ମହୋତ୍ସବ ର ଦ୍ୱତୀୟ ସନ୍ଧ୍ୟା ରେ ଝୁମିଲେ ଦର୍ଶକ |
ସତ୍ୟବାଦୀ ମହୋତ୍ସବ ପାଇଁ ଜିଲ୍ଲା ସ୍ଥରୀୟ ବୈଠକ |