ସାକ୍ଷୀଗୋପାଳ :ଖବର ସତ୍ୟବାଦୀ ଓଡ଼ିଆ NEWS :ଗତକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲାପରେ ସମସ୍ତ ବିଧାୟକ ସାଂସଦ ଙ୍କ ସହିତ ପ୍ରଥମେ ପୁରୀ ଯାଇ ଶ୍ରୀଜୀଉ ଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଏବଂ ପରେ ସତ୍ୟବାଦୀ ସୁଆଣ୍ଡୋ ଯାଇ ଉତ୍କଳମଣି ଙ୍କୁ ଶ୍ରଦ୍ଧାଞ୍ଜଳି ଗ୍ୟାମ୍ପନ କରିବା ସହିତ ଗାଁ ମଧ୍ୟରେ ବୁଲି ଗ୍ରାମବାସୀ ଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ |ଏହି ପରିପ୍ରେକ୍ଷୀରେ ତାଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, କନକ ବର୍ଦ୍ଧନ ସିଂ ଦେଓ, ସାଂସଦ ଡ଼ ସମ୍ବିତ ପାତ୍ର, ଶ୍ରୀଯୁକ୍ତ ପ୍ରତାପ ଷଡ଼ଙ୍ଗୀ, ପିପିଲି ବିଧାୟକ ଆଶ୍ରିତ ପଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର,ଙ୍କ ସମେତ ଅନେକ ଛାମୁଆ ନେତା ଉପସ୍ଥିତ ଥିଲେ |
ଅଧିକ ଖବର ଦେଖନ୍ତୁ ଖବର ସତ୍ୟବାଦୀ ଓଡ଼ିଆ NEWS

More Stories
ଓଡ଼ିଆ ବିଶ୍ୱବିଦ୍ୟାଳୟରେ ‘ଜାତୀୟ ସେବା ଯୋଜନା ଶାଖାର ଶୀତକାଳୀନ ସ୍ବତନ୍ତ୍ର ଶିବିର ଉଦ୍ଘାଟିତ*
ଆସନ୍ତା ନବବର୍ଷ ପାଇଁ ପୁରୀ ପୋଲିସ ର ବ୍ୟାପକ ପ୍ରସ୍ତୁତି |
ରାଜକିଶୋର ସ୍ୱାଇଁ ହେଲେ ପିପିଲି ଜେ ଏଫ ଏମ ସି କୋର୍ଟ ର ସରକାରୀ ଓକିଲ |