ଖବର ସତ୍ୟବାଦୀ ଓଡ଼ିଆ NEWS କୋଲକାତା: କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପିଟିଲା ମାଲବାହୀ ଟ୍ରେନ୍। କାଞ୍ଚନଜଙ୍ଗା ଏକ୍ସପ୍ରେସ ଅଟକିଥିଲା ବେଳେ ପଛରୁ ଧକ୍କା ଦେଇଥିଲା ମାଲବାହୀ ଟ୍ରେନ୍। ପଶ୍ଚିମବଙ୍ଗ ରଙ୍ଗାପାଲୀ ଷ୍ଟେସନ୍ ରେ ଘଟିଛି ଏହି ଘଟଣା। ଏକ୍ସପ୍ରେସର ୩ଟି ବଗି ସମ୍ପୂର୍ଣ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ଅଧିକ ଖବର ଜାଣିବା ପାଇଁ ପଢନ୍ତୁ ଖବର ସତ୍ୟବାଦୀ ଓଡ଼ିଆ NEWS

More Stories
ଝିଅମାନଙ୍କୁ ମାଗଣାରେ ମିଳିବ ଇଲେକ୍ଟ୍ରିକ୍ ସ୍କୁଟର
ପ୍ରଧାନମନ୍ତ୍ରୀ ଙ୍କ ମନ୍ କି ବାତ ତ୍କୃତଜ୍ଞନ୍ତା ଗ୍ୟାମ୍ପନ କଲେ କେନ୍ଦ୍ରମନ୍ତ୍ରୀ |
ସରିଗଲା ସବୁକିଛି |ଅହମଦାବାଦ ବିମାନ ଦୁର୍ଘଟଣା ସାରା ଦେଶ କୁ ସ୍ତବ୍ଧ କରିଦେଇଛି |