ବିଭିର୍ଣ୍ଣ ପ୍ରଶାସନିକ ଅଧିକାରୀ ଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ବୈଠକ |

Love with Khabar Satyabadi

ଖବର ସତ୍ୟବାଦୀ ଓଡ଼ିଆ NEWS :ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ ଙ୍କ ଅଧକ୍ଷତା ରେ ଗୁରୁତ୍ୱପୂର୍ଣ୍ଣ ବୈଠକ |ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା, ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ ଓ ବିଭାଗର ଅନ୍ୟ ଅଧିକାରୀମାନଙ୍କୁ ବିଳମ୍ବିତ ମୌସୁମୀ ଓ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦକ୍ଷତାର ସହିତ ଜଳ ପରିଚାଳନା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ |

ଅଧିକ ଖବର ଜାଣିବା ପାଇଁ ଦେଖନ୍ତୁ ଖବର ସତ୍ୟବାଦୀ ଓଡ଼ିଆ NEWS |