ଖବର ସତ୍ୟବାଦୀ ଓଡ଼ିଆ.. NEWS (ଭୁବନେଶ୍ୱର):ରାଜ୍ୟସଭାରେ ବିଜେଡିର ଆଭିମୁଖ୍ୟ ନେଇ ସୁପ୍ରିମୋ ନବୀନପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବୈଠକ ପରେ ସାଂସଦଙ୍କ ପ୍ରତିକ୍ରିୟା ସଂସଦରେ କଠୋର ଆଭିମୁଖ୍ୟ ରଖିବ ବିଜେଡି ଲଢେଇ ଆର ପାର ହେବ, ବିରୋଧୀ ଦଳ ଭୂମିକାରେ ବସିବ ଆବଶ୍ୟକ ପଡିଲେ ଗୃହ ମଧ୍ୟଭାଗକୁ ଓହ୍ଲାଇବ ବିଜୁ ଜନତା ଦଳ |ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା, ଜାତୀୟ ରାଜପଥ, ଗ୍ରାମାଞ୍ଚଳରେ ପକ୍କା ଘର, ରେଲୱ ଓ ଯୋଗାଯୋଗ ପ୍ରସଙ୍ଗ ଉଠାଇବ ବିଜେଡି’
ଅଧିକ ଖବର ଦେଖନ୍ତୁ ଖବର ସତ୍ୟବାଦୀ ଓଡ଼ିଆ NEWS |
More Stories
ଭୁବନେଶ୍ୱର ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ |
ରାଜ୍ୟ ସ୍ଥରୀୟ ପ୍ରତିଯୋଗିତା ରେ ହାନା ଟାଇକୋଣ୍ଡା ଏକାଡ଼ମି କୁ ବଡ ସଫଳତା |
ସଂଗଠନ କୁ ସୃଦୁଢ କରିବାରେ ଲାଗିପଡିଛନ୍ତି ନୂତନ ବିଧାୟକ |