ଖବର ସତ୍ୟବାଦୀ ଓଡ଼ିଆ NEWS ପୁରୀ : ରତ୍ନ ଭଣ୍ଡାର ଖୋଲିବା ନେଇ ଆଇନ ମନ୍ତ୍ରୀ ଙ୍କ ସ୍ପଷ୍ଟୀକରଣ ନିଷ୍ପତ୍ତି ସରିଛି । ଖୁବଶୀଘ୍ର ଏ ନେଇ ମୋଡ଼ାଲିଟ ପ୍ରସ୍ତୁତ ହେବ । ବୈଠକ ପରେ ତାରିଖ ମଧ୍ୟ ସରକାର ଘୋଷଣା କରିବେ ଏବଂ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ କିନ୍ତୁ ଗଣମାଧ୍ୟମ ଏବଂ ସାମାଜିକ ଗଣମାଧ୍ୟମ ରେ ରତ୍ନ ଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲିଛି ତାହା ଗୁଜବ । ଗୁଜବ କୁ ଲୋକେ ବିଶ୍ୱାସ କରନ୍ତୁ ନାହିଁ ବୋଲି ଅପିଲ କଲେ ଆଇନ ମନ୍ତ୍ରୀ ।ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ନାନା ପ୍ରକାରର ଗୁଜବ ମିଛ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଏହାକୁ ନେଇ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସେ କହିଛନ୍ତି ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲାହେବା ତାରିଖ ଘୋଷଣା କରାଯିବ ।
ଅଧିକ ପଢନ୍ତୁ ସେୟାର କରନ୍ତୁ...

More Stories
ତୁଟିଲା ବିବାଦ ଶାନ୍ତି କମିଟି ରେ ସମାଧାନ |
ସତ୍ୟବାଦୀ ମହୋତ୍ସବ ର ଦ୍ୱତୀୟ ସନ୍ଧ୍ୟା ରେ ଝୁମିଲେ ଦର୍ଶକ |
ସତ୍ୟବାଦୀ ମହୋତ୍ସବ ପାଇଁ ଜିଲ୍ଲା ସ୍ଥରୀୟ ବୈଠକ |