ପର ପାରିରେ ସମୀର ଦେ |

Love with Khabar Satyabadi

ଖବର ସତ୍ୟବାଦୀ ଓଡିଶା NEWS (ନିପ୍ର) ରାଜ୍ୟ ରାଜନୀତି ରୁ ଅବସର ନେଲେ ବରିଷ୍ଠ ବିଜେପି ନେତା ସମୀର ଦେ |ଏକ ଏମିତି ଖବର ସମସ୍ତ ଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି |ଆସିଲା ଏକ ଦୁଃଖଦ ଖବର । ଆଉ ନାହାନ୍ତି ବରିଷ୍ଠ ବିଜେପି ନେତା ସମୀର ଦେ’। କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗ ଖବର ଓଡ଼ିଶା ରାଜନୀତିରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ଫୁସଫୁସ ଜନିତ ରୋଗରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS…