ଖବର ସତ୍ୟବାଦୀ ଓଡିଶା NEWS :(ନିପ୍ର )ଭୁବନେଶ୍ୱର ବାଲି ଯାତ୍ରା ରେ ଲୋକ ଙ୍କ ଆଗ୍ରହ ଓ ଉତ୍ସାହ କୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଉ ଏକ ଦିନ ବୃଦ୍ଧି କରିଛନ୍ତି |ଚଳିତ ନଭେମ୍ବର ୧୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଠାରୁ ୮ ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସଚ ନବମ ଦିନରେ ଉଦଯାପନ ହେବ |
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS..

More Stories
ଅଁଳାନବମୀ କୁ ନେଇ ମନ୍ଦିର ଚତୁର୍ପାଶ୍ୱ ବୁଲି ସ୍ଥିତି ପରଖିଲେ ପୁରୀ ଏସ୍ପି |
ଏସ୍ପି ଙ୍କ ନିର୍ଦେଶ ସତ୍ୟବାଦୀ ପୋଲିସ ର ଚଢ଼ାଉ |
ଚୋରୀ କରି ବନ୍ଧାହେଲେ ମାମଲା ରୁଜୁ କଲା ସତ୍ୟବାଦୀ ପୋଲିସ