ପୁରୀ :ଖବର ସତ୍ୟବାଦୀ ଓଡିଶା NEWS :ଆଗାମୀ ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା-୨୦୨୫କୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ସମ୍ଭାବ୍ୟ ଜନଗହଳି ଓ ଭିଡ଼ ନିୟନ୍ତ୍ରଣକୁ ଦୃଷ୍ଟିରେ ଏହାର ସୁପରିଚାଳନା ଓ ସୁବ୍ୟବସ୍ଥା ନିମନ୍ତେ ପ୍ରସ୍ତୁତି ନେଇ ଆଲୋଚନା କରାଯାଇଥିଲା।
ରଥଯାତ୍ରା ସମୟରେ ବହୁ ସଂଖ୍ୟାରେ ଜନସାଧାରଣ ଓ ପର୍ଯ୍ୟଟକଙ୍କର ଆଗମନ, ଶ୍ରୀଜଗନ୍ନାଥ ମନ୍ଦିର, ପୁରୀ ବଡଦାଣ୍ଡ ଏବଂ ପୁରୀ ବେଳାଭୂମି, ଶ୍ରୀଗୁଣ୍ଡିଚା ମନ୍ଦିରରେ ଭିଡ଼କୁ ଲକ୍ଷ ରଖି ଟ୍ରାଫିକ ପରିଚାଳନା ଓ ଭିଡ଼ ନିୟନ୍ତ୍ରଣ କରିବା, ଅପରାଧ ରୋକିବା ଓ ଆଇନଶୃଙ୍ଖଳା ପରିଚାଳନା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS..
More Stories
ସାକ୍ଷୀଗୋପାଳ ଙ୍କ ବାମନ ଅବତାର ଧାରଣ|
ରାଧାଷ୍ଟମୀରେ ରାଧାରାଣୀଙ୍କୁ ବ୍ରହ୍ମକମଳ ପୁଷ୍ପ ଅର୍ପଣ କଲେ ସମାଜସେବୀ ନିହାର |
ଶ୍ରୀରାଧା ଜନ୍ମୋତ୍ସବ ର ଶେଷ ସନ୍ଧ୍ୟା ରେ ଝୁମିଲେ ଦର୍ଶକ |