ବେଆଇନ ବନ୍ଧୁକ କାରଖାନାଉପରେ ଚଢ଼ାଉ : ୪ ଗିରଫ।
ବେଆଇନ ବନ୍ଧୁକ କାରଖାନା ଉପରେ ଏସଟିଏଫ ଚଢ଼ାଉ କରିଛି । କଟକ ବୟାଳିସି ମୌଜାରେ ଥିବା ଏକ ବନ୍ଧୁକ କାରଖାନାରେ ଚଢ଼ାଉ ହୋଇଛି। ବନ୍ଧୁକ ତିଆରି ସରଞ୍ଜାମ ଜବତ କଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍ । ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣ ଗିରଫ |। ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ ତିଆରି କରାଯାଉଥିଲା । ଏଥିସହିତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ସପ୍ଲାଏ କରାଯାଉଥିଲା । କୌଣସି ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଆଜି ଏସଟିଏଫ୍ ଟିମ୍ ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲା । ସେଠାରୁ ୩୦ରୁ ଅଧିକ ବେଆଇନ୍ ବନ୍ଧୁକ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS…
More Stories
ଦାଦାବଟି ମାଗିବା ଅଭିଯୋଗ ରେ ଚାରି ଜଣକୁ ଗିରଫ କଲା ସତ୍ୟବାଦୀ ପୋଲିସ |
ପୁରୀ ରେ ମହାଳୟା ପାଇଁ ପ୍ରବଳଭିଡ଼ |ବିଭିର୍ଣ୍ଣ ତୀର୍ଥ ପୁଷ୍କରିଣୀ ରେ ପିଣ୍ଡ ପକାଇଲେ ଶ୍ରଦ୍ଧାଳୁ |
ଶ୍ରୀରାଧା ଜନ୍ମୋତ୍ସବ ୨୦୨୫ ଆରମ୍ଭ ହୋଇଛି ସାଂସ୍କୃତିକ କାର୍ଯ୍ୟକ୍ରମ ଓ ବିଶ୍ୱଶାନ୍ତି ମହାଜଜ୍ଞ|