ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

Love with Khabar Satyabadi

ଭୁବନେଶ୍ୱର :ଖବର ସତ୍ୟବାଦୀ ଓଡିଶା NEWS :ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାସହ ଆସନ୍ତାଜୁନ ୧୨ ତାରିଖ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରୁ ଫେରିବା ପରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଅଧିକ ପଢନ୍ତୁ ଖବର ସତ୍ୟବାଦୀ…