ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ର କଣ୍ଟ୍ରାକ୍ଟ ବାତିଲ କଲେ ରାଜ୍ୟସରକାର |

Love with Khabar Satyabadi

ଭୁବନେଶ୍ବର:ଖବର ସତ୍ୟବାଦୀ ଓଡିଶା NEWS..ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ରାଜ୍ୟ ସରକାର ବାତିଲ୍ କରିଛନ୍ତି।ସିଇଆଇଜିଆଇଏଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ଲିମିଟେଡ୍‌କୁ ପୂର୍ବ ସରକାର କଣ୍ଟ୍ରାକ୍ଟ ଦେଇଥିଲେ। କିନ୍ତୁ ଏହି ଦୁଇ କଂପାନି ରାଜ୍ୟ ସରକାରଙ୍କ ଅନୁରୋଧ ସତ୍ତ୍ବେ ନିୟମ ଅନୁଯାୟୀ ଉପଯୁକ୍ତ କ୍ଷତିପୂରଣ ଦେଇନାହାନ୍ତି। ଏପରିକି ଦୁଇ କଂପାନି ମେଟ୍ରୋ ରେଳ ପ୍ରକଳ୍ପକୁ ନଷ୍ଟ କରିଥିବା ଅଭିଯୋଗ ଆଣି ଓଡ଼ିଶା ସରକାର ଏଭଳି କଠୋର ପଦକ୍ଷେପ ନେଇଥିବା କୁହାଯାଇଛି|

ଅଧିକ ପଢନ୍ତୁ ଖବର ସତ୍ୟବାଦୀ…. NEWS