ଆର ପାରିରେ ସିଦ୍ଧାନ୍ତଙ୍କ ମାଆ ।ଖବର ସତ୍ୟବାଦୀ ଓଡ଼ିଶା ଓଡ଼ିଶାର ଖ୍ୟାତନାମା ଅଭିନେତା ତଥା ବିଜେପି ଦଳର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ । କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ହଠାତ୍ ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ଏବଂ ବନ୍ଧୁବତ୍ସଳା ମହିଳା ଭାବେ ଜନପ୍ରିୟ ଥିଲେ ।
ମାଆଙ୍କ ବିୟୋଗରେ ଭାଙ୍ଗିପଡ଼ିଛନ୍ତି ପୁଅ ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ର । କେବଳ ସିଦ୍ଧାନ୍ତ ନୁହଁନ୍ତି ରାଜ୍ୟ ରାଜନୀତିର ବଡ଼ ବଡ଼ ବ୍ୟକ୍ତିତ୍ୱ ମଧ୍ୟ ଏହି ଖବର ଶୁଣିବା ପରେ ମର୍ମାହତ ହୋଇପଡ଼ିଛନ୍ତି ।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା…

More Stories
ଅଁଳାନବମୀ କୁ ନେଇ ମନ୍ଦିର ଚତୁର୍ପାଶ୍ୱ ବୁଲି ସ୍ଥିତି ପରଖିଲେ ପୁରୀ ଏସ୍ପି |
ଏସ୍ପି ଙ୍କ ନିର୍ଦେଶ ସତ୍ୟବାଦୀ ପୋଲିସ ର ଚଢ଼ାଉ |
ଚୋରୀ କରି ବନ୍ଧାହେଲେ ମାମଲା ରୁଜୁ କଲା ସତ୍ୟବାଦୀ ପୋଲିସ