ଭୁବନେଶ୍ୱର ଖବର ସତ୍ୟବାଦୀ ଓଡିଶା NEWS ଗତ କିଛିଦିନ ତଳେ ଦିଗପହଣ୍ଡି ବିଧାୟକ ତଥା ସିନେ ତାରକା ସିଦ୍ଧାନ୍ତ ମହାପାତ୍ର ଙ୍କ ମା ଦେହାନ୍ତ ହୋଇଥିଲା |ସେ ଦୁଃଖିତ ଥିଲେ |ଗତ ଶୁକ୍ରବାର ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର ପହଞ୍ଚି ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କ ମା’ ସ୍ୱର୍ଗତ କନକ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି |
ଅଧିକ ପଢନ୍ତୁ ଖବର ସତ୍ୟବାଦୀ

More Stories
ସତ୍ୟବାଦୀ ଆଳିସ ଗ୍ରାମରେ ଆମ ପୋଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ |
ରତିକାନ୍ତ ମହାପାତ୍ରଙ୍କ ମାର୍ଗଦର୍ଶନରେ ୩-ଦିନିଆ ଓଡିଶୀ କର୍ମଶାଳା ଆରମ୍ଭ|
ସାଧାରଣ ଜନତା ଙ୍କୁ ବଡ଼ ଆଶ୍ବସ୍ତି ଶସ୍ତା ହେବ କ୍ୟାନ୍ସର ଓ ମଧୁମେହ ରୋଗର ଔଷଧ |