ଭୁବନେଶ୍ୱର: ଖବର ସତ୍ୟବାଦୀ ଓଡିଶା NEWS ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ପରାମର୍ଶ ଦେବା ସହିତ ଅନେକ ନୂତନ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ|
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS

More Stories
ଅଁଳାନବମୀ କୁ ନେଇ ମନ୍ଦିର ଚତୁର୍ପାଶ୍ୱ ବୁଲି ସ୍ଥିତି ପରଖିଲେ ପୁରୀ ଏସ୍ପି |
ଏସ୍ପି ଙ୍କ ନିର୍ଦେଶ ସତ୍ୟବାଦୀ ପୋଲିସ ର ଚଢ଼ାଉ |
ଚୋରୀ କରି ବନ୍ଧାହେଲେ ମାମଲା ରୁଜୁ କଲା ସତ୍ୟବାଦୀ ପୋଲିସ