ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇପିଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାର ୧୭ ଜଣ ଆଇପିଏସ୍ ଓ ଜଣେ ଓଏଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି କ୍ରମରେ ସରକାର ପୁରୀ ଏସ୍ପିଙ୍କୁ ବଦଳି ହୋଇଛି। ଏଠାରେ ପିନାକ ମିଶ୍ରଙ୍କ ସ୍ଥାନରେ ପ୍ରତୀକ ସିଂହଙ୍କୁ ନୂଆ ଦାୟିତ୍ବ ମିଳିଛି।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS |

More Stories
ଅଁଳାନବମୀ କୁ ନେଇ ମନ୍ଦିର ଚତୁର୍ପାଶ୍ୱ ବୁଲି ସ୍ଥିତି ପରଖିଲେ ପୁରୀ ଏସ୍ପି |
ଏସ୍ପି ଙ୍କ ନିର୍ଦେଶ ସତ୍ୟବାଦୀ ପୋଲିସ ର ଚଢ଼ାଉ |
ଚୋରୀ କରି ବନ୍ଧାହେଲେ ମାମଲା ରୁଜୁ କଲା ସତ୍ୟବାଦୀ ପୋଲିସ